ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
![ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ](https://kalingascroll.in/uploads/images/202501/image_870x_6777b9d044946.jpg)
ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେ କହିଛନ୍ତି ଯେ, ୩୩ ପ୍ରତିଶତରୁ ଅଧିକ ଫସଲ ନଷ୍ଟ ହୋଇଥିଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନାର ରିଲିଫ ପାଣ୍ଠିରୁ ମିଳିବ ସହାୟତା । ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ହୋଇଛନ୍ତି ୬ ଲକ୍ଷ ୬୬ ହଜାର ୭ ଶହ ଚାଷୀ। ୨ ଲକ୍ଷ ୯୧ ହଜାର ହେକ୍ଟର ଫସଲ କ୍ଷତି ହୋଇଥିବା ବେଳେ ୨୯୧ କୋଟି ସହାୟତା ମିଳିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
What's Your Reaction?
![like](https://kalingascroll.in/assets/img/reactions/like.png)
![dislike](https://kalingascroll.in/assets/img/reactions/dislike.png)
![love](https://kalingascroll.in/assets/img/reactions/love.png)
![funny](https://kalingascroll.in/assets/img/reactions/funny.png)
![angry](https://kalingascroll.in/assets/img/reactions/angry.png)
![sad](https://kalingascroll.in/assets/img/reactions/sad.png)
![wow](https://kalingascroll.in/assets/img/reactions/wow.png)