ଅଧ୍ୟାପକଙ୍କୁ ବାଧ୍ୟତାମୂଳକ ଅବସର ଛାଟ: ଉଚ୍ଚଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶନାମା

The state government has initiated compulsory retirement proceedings against lecturers. The government has directed the identification of lecturers working under the Higher Education Department. Strict guidelines have been issued to assess performance and conduct. Colleges have been instructed to submit reports by January 31. This step has been taken to improve academic standards and review work culture.

Jan 16, 2026 - 14:10
 0  3
ଅଧ୍ୟାପକଙ୍କୁ ବାଧ୍ୟତାମୂଳକ ଅବସର ଛାଟ: ଉଚ୍ଚଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶନାମା

 ଅଧ୍ୟାପକଙ୍କ ଉପରେ ରାଜ୍ୟ ସରକାରଙ୍କ ବାଧ୍ୟତାମୂଳକ ଅବସର ଛାଟ। ଉଚ୍ଚଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ଅଧ୍ୟାପକଙ୍କୁ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର । କାର୍ଯ୍ୟଦକ୍ଷତା ଓ ଆଚରଣ ଯାଞ୍ଚ ପାଇଁ କଡ଼ା ନିର୍ଦ୍ଦେଶନାମା ଦେଇଛି ଉଚ୍ଚଶିକ୍ଷା ବିଭାଗ। ଜାନୁଆରୀ ୩୧ ସୁଦ୍ଧା ରିପୋର୍ଟ ଦାଖଲ ପାଇଁ କଲେଜ କର୍ତ୍ତୃପକ୍ଷଙ୍କୁ ଲେଖାଯାଇଛି ଚିଠି । ଶିକ୍ଷା ମାନଦଣ୍ଡରେ ଉନ୍ନତି ସହ କାର୍ଯ୍ୟଶୈଳୀର ସମୀକ୍ଷା ପାଇଁ ନିଆଯାଇଛି ଏହି ପଦକ୍ଷେପ ।

What's Your Reaction?

like

dislike

love

funny

angry

sad

wow