ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ
![ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ](https://kalingascroll.in/uploads/images/202410/image_870x_670777eb584a8.jpg)
ଆଜିଠାରୁ ପର୍ଯ୍ୟଟକମାନଙ୍କ ପାଇଁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଓ ବନ୍ୟଜନ୍ତୁଙ୍କ ଆକର୍ଷଣ ସହିତ ଖୋଲା ଜିପରେ ଵସି ଶିମିଳିପାଳ ଅଭୟାରଣ୍ୟକୁ ଉପଭୋଗ କରିପାରିବେ ପର୍ଯ୍ୟଟକ। ଶିମିଳିପାଳ ଅଭୟାରଣ୍ୟ କର୍ତୃପକ୍ଷଙ୍କ ପକ୍ଷରୁ ପିଠାଵଟା ଓ ଯଶିପୁର ଠାରେ ପର୍ଯ୍ୟଟକମାନଙ୍କୁ କରାଯାଇଛି। ଚଳିତ ବର୍ଷ ଠାରୁ ସଫାରୀ ଗାଡ଼ିରେ ବସି ଶିମିଳିପାଳ ଅଭୟାରଣ୍ୟକୁ ଉପଭୋଗ କରିବେ ପର୍ଯ୍ୟଟକ।
What's Your Reaction?
![like](https://kalingascroll.in/assets/img/reactions/like.png)
![dislike](https://kalingascroll.in/assets/img/reactions/dislike.png)
![love](https://kalingascroll.in/assets/img/reactions/love.png)
![funny](https://kalingascroll.in/assets/img/reactions/funny.png)
![angry](https://kalingascroll.in/assets/img/reactions/angry.png)
![sad](https://kalingascroll.in/assets/img/reactions/sad.png)
![wow](https://kalingascroll.in/assets/img/reactions/wow.png)