ଆଜିଠୁ ଯୁକ୍ତ ଦୁଇ ନାମଲେଖା ଆରମ୍ଭ

ଆଜିଠୁ ଯୁକ୍ତ ଦୁଇ ନାମଲେଖା ଆରମ୍ଭ

ଆଜିଠୁ ଯୁକ୍ତ ଦୁଇ ନାମଲେଖା ଆରମ୍ଭ। ଚଳିତ ଶିକ୍ଷାବର୍ଷ ପାଇଁ ଯୁକ୍ତ ଦୁଇ ନାମଲେଖା ନେଇ ଆରମ୍ଭ ହୋଇଛି ଆବେଦନ।  ଜୁନ ୩୦ ପର୍ଯ୍ୟନ୍ତ ଚାଲିବ ଏହି ନାମଲେଖା ପ୍ରକ୍ରିୟା।ସାମ୍ସ ପୋର୍ଟାଲ ଜରିଆରେ ଛାତ୍ରଛାତ୍ରୀମାନେ କରିପାରିବେ ଆବେଦନ। ଜୁଲାଇ ୭ରେ ବାହାରିବ ପ୍ରଥମ ମେରିଟ୍ ଲିଷ୍ଟ। ଜୁଲାଇ ୮ରୁ ୧୪ ତାରିଖ ଯାଏଁ ହେବ ଆଡମିଶନ୍ । ଏହାପରେ ଜୁଲାଇ ୨୪ ତାରିଖରୁ ଆରମ୍ଭ ହେବ ପାଠପଢ଼ା।