ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ

Aug 4, 2024 - 11:27
 0  2
ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ

ଆଜି ହେଉଛି ଚିତାଲାଗି ଅମାବାସ୍ୟା । ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ। ସେଥିପାଇଁ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜୀଉଙ୍କର ଚିତାଲାଗି ନୀତି । ପ୍ରଥମ ଭୋଗ ମଣ୍ଡପ ପରେ ଆରମ୍ଭ ହେବ ଏହି  ସ୍ବତନ୍ତ୍ର ନୀତି ।  ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ସ୍ବତନ୍ତ୍ର ନୀତି ହେବାକୁ ଥିବାରୁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ । ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । 

What's Your Reaction?

like

dislike

love

funny

angry

sad

wow