ଆଜି ହେଉଛି ଭଗବାନ ଶ୍ରୀକୃଷ୍ଣଙ୍କର ଜନ୍ମୋତ୍ସବ ବା ଜନ୍ମାଷ୍ଟମୀ

ଆଜି ହେଉଛି ଭଗବାନ ଶ୍ରୀକୃଷ୍ଣଙ୍କର ଜନ୍ମୋତ୍ସବ ବା ଜନ୍ମାଷ୍ଟମୀ । କିମ୍ବଦନ୍ତୀ ଅନୁସାରେ ଭାଦ୍ରବ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ବିଷ୍ଣୁଙ୍କ ଅଷ୍ଟମ ଅବତାର ଭାବେ କଂଶର ବନ୍ଦୀଶାଳରେ ଜନ୍ମ ହୋଇଥିଲେ ଶ୍ରୀକୃଷ୍ଣ । ଏହି ପବିତ୍ର ଅବସରରେ ଶ୍ରୀକୃଷ୍ଣଙ୍କ ଜନ୍ମସ୍ଥାନ ମଥୁରାନଗରୀ ଠାରୁ ଆରମ୍ଭ କରି ଜଗନ୍ନାଥ ଧାମ ପୁରୀ ପର୍ଯ୍ୟନ୍ତ ସବୁଠି ଦେଖିବାକୁ ମିଳିଛି ଉତ୍ସାହ ଓ ଭକ୍ତିମୟ ପରିବେଶ ।ବିଶେଷ କରି ବୈଷ୍ଣବ ଧର୍ମାବଲମ୍ବୀ ଶ୍ରଦ୍ଧାଳୁମାନେ ବେଶ ଉତ୍ସାହର ସହ ପାଳୁଛନ୍ତି ନନ୍ଦଲାଲାଙ୍କ ଜନ୍ମୋତ୍ସବ ।
What's Your Reaction?






