ଆରଜି କର ମେଡିକାଲ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା, ସଞ୍ଜୟ ରାୟ ଦୋଷୀ ସାବ୍ୟସ୍ତ

ବହୁଚର୍ଚ୍ଚିତ କୋଲକାତା ଆର୍. ଜି କର ମେଡିକାଲ କଲେଜ ଓ ହାସପାତାଳରେ ୩୧ ବର୍ଷୀୟା ତାଲିମ୍ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ମାମଲାରେ ପୀଡ଼ିତାଙ୍କୁ ମିଳିଲା ନ୍ୟାୟ । ୧୬୧ ଦିନ ପରେ ମୁଖ୍ୟ ଅଭିଯୁକ୍ତ ସଞ୍ଜୟକୁ ଦୋଷୀ ସାବ୍ୟସ୍ତ କରିଛନ୍ତି ସିଆଲଦହ ସେସନ୍ ଅଦାଲତ। ଆସନ୍ତା ଜାନୁଆରୀ ୨୦ ତାରିଖରେ ଆସିବ ଦଣ୍ଡାଦେଶ ।
What's Your Reaction?






