ଆରପାରିରେ ଲୋକନୃତ୍ୟ ଗୁରୁ ପଦ୍ମଶ୍ରୀ ଉଛବ ଚରଣ ଦାସ
ଆରପାରିରେ ଲୋକନୃତ୍ୟ ଗୁରୁ ପଦ୍ମଶ୍ରୀ ଉଛବ ଚରଣ ଦାସ। କଟକ ଚୌଦ୍ବାରସ୍ତିତ ଘରୋଇ ହାସପାତାଳରେ ହୋଇଛି ତାଙ୍କର ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ହୋଇଥିଲା ୮୦ ବର୍ଷ ବୟସ। କଳା କ୍ଷେତ୍ରରେ ଅବଦାନ ପାଇଁ ୨୦୨୧ରେ ପଦ୍ମଶ୍ରୀରେ ସମ୍ମାନିତ ହୋଇଥିଲେ ଉଛବ ଚରଣ ଦାସ। ପାରମ୍ପରିକ ଘୋଡ଼ାନାଚ ଉଜ୍ଜୀବିତ ରଖିବାରେ ତାଙ୍କର ରହିଛି ବିଶିଷ୍ଟ ଅବଦାନ ।
What's Your Reaction?