ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

Apr 20, 2026 - 15:18
 0  1
ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୁନ୍ଦରଗଡ଼ ଜିଲ୍ଲା ରାଉରକେଲାରେ ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଜୋରଦାର ହୋଇଛି ପ୍ରସ୍ତୁତି । ରାଷ୍ଟ୍ରପତିଙ୍କ ଦିନିକିଆ ଗସ୍ତକୁ ନଜରରେ ରଖି କଟକଣା ଜାରି କରିଛନ୍ତି ଜିଲ୍ଲାପାଳ। ବିମାନବନ୍ଦର ଅଂଚଳ, ଟ୍ରାଇବାଲ ମ୍ୟୁଜିୟମ, ସର୍କିଟ ହାଉସ ସମେତ ମହାମହିମଙ୍କ ଗସ୍ତ ଥିବା ଅଂଚଳରେ ଘୋଷଣା କରାଯାଇଛି ନୋ ଡ୍ରୋନ ଜୋନ୍ ବା ନୋ ଫ୍ଲାଇଂ ଜୋନ। 

What's Your Reaction?

like

dislike

love

funny

angry

sad

wow