ଆସନ୍ତା ୧୨ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

Aug 8, 2024 - 13:10
 0  4
ଆସନ୍ତା ୧୨ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ଆସନ୍ତା ୧୨ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ। ଜନ ଅଭିଯୋଗ ଶୁଣାଣିର ପରବର୍ତ୍ତୀ ତାରିଖ ଜନସାଧାରଣଙ୍କୁ ଗଣମାଧ୍ୟମ ଜରିଆରେ ଜଣାଇଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଦିଆଯାଇଛି ସୂଚନା । ତେବେ ଆସନ୍ତା ସୋମବାର କେଉଁ କାରଣ ଲାଗି ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ ସେକଥା କରାଯାଇନାହିଁ ଅବଗତ ।

What's Your Reaction?

like

dislike

love

funny

angry

sad

wow