ଆସନ୍ତା ୨୦ରୁ ୩ ପ୍ରମୁଖ ଠିକାଦାର ସଂଘର ରାଜ୍ୟବ୍ୟାପୀ ଆନ୍ଦୋଳନ

From February 20, all government construction works across the state will come to a standstill. Services related to electricity, drinking water, and sewerage will be affected. Around 70,000 contractors and three major contractor associations will unite in protest. If their eight-point demands are not fulfilled by the 18th, they will begin an agitation from the 20th. The joint forum of the Odisha Contractors’ Federation issued this warning at a press conference in Bhubaneswar.

Feb 13, 2026 - 17:02
 0  1

ଆସନ୍ତା ଫେବ୍ରୁଆରୀ ୨୦ ତାରିଖରୁ ରାଜ୍ୟବ୍ୟାପୀ ଠପ୍ ହେବ ସମସ୍ତ ସରକାରୀ ନିର୍ମାଣ କାର୍ଯ୍ୟ I ପ୍ରଭାବିତ ହେବ ଆଲୋକ, ପାନୀୟ ଜଳ ବ୍ୟବସ୍ଥା ଓ ସ୍ବେରଜ କାମ l ଏକାଠି ହେବେ ରାଜ୍ୟର ୭୦ ହଜାର ଠିକାଦାର ଓ ରାଜ୍ୟର ତିନି ପ୍ରମୁଖ ଠିକାଦାର ସଙ୍ଘ । ୧୮ ସୁଦ୍ଧା ୮ ଦଫା ଦାବି ପୂରଣ ନ ହେଲେ ୨୦ରୁ ଆନ୍ଦୋଳନ କରିବ ବୋଲି ଭୁବନେଶ୍ୱରରେ ସାମ୍ବାଦିକ ସମ୍ମିଳନୀ କରି ସରକାରଙ୍କୁ ଚେତାବନୀ ଦେଇଛି ମିଳିତ ମଞ୍ଚ ଓଡ଼ିଶା ଠିକାଦାର ମହାସଂଘ I

What's Your Reaction?

like

dislike

love

funny

angry

sad

wow