ଆସନ୍ତା ୨ ତାରିଖ ଯାଏ ରାଜ୍ୟରେ ରହିବ କୁହୁଡ଼ି
ଆସନ୍ତା ୨ ତାରିଖ ଯାଏ ରାଜ୍ୟରେ ରହିବ କୁହୁଡ଼ି। ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଖୋର୍ଦ୍ଧା ଓ ପୁରୀରେ ମଧ୍ୟମ ଧରଣର କୁହୁଡ଼ି ଦେଖା ଦେଇପାରେ । ତେବେ ୪ ତାରିଖ ଯାଏ ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ବଢ଼ିବା ସହ ଶୀତ କମ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
What's Your Reaction?