ଉପକୂଳ ଓଡିଶାରେ ଆଉ ୫ ଦିନ କଲବଲ କରିବ ଗୁଳୁଗୁଳି

Jun 2, 2024 - 14:15
 0  3
ଉପକୂଳ ଓଡିଶାରେ ଆଉ ୫ ଦିନ କଲବଲ କରିବ ଗୁଳୁଗୁଳି

ଆଭ୍ୟନ୍ତରୀଣ ଓଡିଶାରେ ଆହୁରି ୩ ଦିନ ଯାଏଁ ଜାରି ରହିବ ଅତି ଉତ୍ତାର ସ୍ଥିତି । ସେହିଭଳି ଉପକୂଳ ଓଡିଶାରେ ଆହୁରି ୫ ଦିନ କଲବଲ କରିବ ପ୍ରଚଣ୍ଡ ଗୁଳୁଗୁଳି । ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ୪୫ ଡିଗ୍ରୀ ଉପରେ ରହିଛି ୩ ସହର । ଟିଟିଲାଗଡ଼ ରାଜ୍ୟର ଉତ୍ତପ୍ତ ସହର ଭାବେ ୪୬ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ବରଗଡ଼ରେ ୪୫.୮ ଡିଗ୍ରୀ , ବଲାଙ୍ଗୀର ୪୫.୫ ଡିଗ୍ରୀ ହୋଇଛି ରେକର୍ଡ । ଅନ୍ୟପଟେ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ବର୍ଷା ହେବାର  ରହିଛି ସମ୍ଭାବନା ।

What's Your Reaction?

like

dislike

love

funny

angry

sad

wow