ଏକାମ୍ର କ୍ଷେତ୍ରର ରଥଦାଣ୍ଡରେ ଗଡ଼ିଲା ଅଣଲେଉଟା ରୁକୁଣା ରଥ

Mar 26, 2026 - 17:02
 0  2
ଏକାମ୍ର କ୍ଷେତ୍ରର ରଥଦାଣ୍ଡରେ ଗଡ଼ିଲା ଅଣଲେଉଟା ରୁକୁଣା ରଥ

ଆଜି ପବିତ୍ର ଅଶୋକାଷ୍ଟମୀ । ଏକାମ୍ର କ୍ଷେତ୍ରର ରଥଦାଣ୍ଡରେ ଗଡ଼ିଲା ଅଣଲେଉଟା ରୁକୁଣା ରଥ । ରଥରେ ଦର୍ଶନ ଦେବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ । ତାଙ୍କ ସହ ରଥରେ ବିରାଜିଛନ୍ତି ଶକ୍ତିସ୍ବରୂପିଣୀ ମା’ ରୁକ୍ମିଣୀ ଓ ପ୍ରଭୁ ବାସୁଦେବ । ଲକ୍ଷଲକ୍ଷ ଭକ୍ତଙ୍କ ସମାବେଶରେ ଉଛୁଳି ଉଠୁଛି ରଥଦାଣ୍ଡ । ହରିବୋଲ, ହୁଳହୁଳି ଶବ୍ଦ ସାଙ୍ଗକୁ ପାରମ୍ପରିକ ବାଦ୍ୟରେ ରୁକୁଣା ରଥକୁ ଟାଣି ନେଉଛନ୍ତି ଶ୍ରଦ୍ଧାଳୁ । 

What's Your Reaction?

like

dislike

love

funny

angry

sad

wow