ଏଣିକି ମହାନଗର ନିଗମ ହେବ ଜଗନ୍ନାଥ ଧାମ ପୁରୀ

Chief Minister Mohan Majhi has announced that Jagannath Dham in Puri will be upgraded to a Municipal Corporation. Along with this, Shri Jagannath Museum, Library, and Research Center will be established. Efforts will be made to promote Jagannath heritage, legends, and history. Priority will be given to Odia identity, and multiple citizen services and tourist engagement initiatives aim for a massive positive change.

Jul 4, 2025 - 16:59
 0  19
ଏଣିକି ମହାନଗର ନିଗମ ହେବ ଜଗନ୍ନାଥ ଧାମ ପୁରୀ

ଏଣିକି ମହାନଗର ନିଗମ ହେବ ଜଗନ୍ନାଥ ଧାମ ପୁରୀ । ଏନେଇ ଘୋଷଣା କରିଛନ୍ତି  ମୁଖ୍ୟମନ୍ତ୍ରୀ  ମୋହନ ମାଝୀ। ଏଥିସହ ଶ୍ରୀ ଜଗନ୍ନାଥ ସଂଗ୍ରହାଳୟ, ଗ୍ରନ୍ଥାଗାର ଏବଂ ଗବେଷଣା କେନ୍ଦ୍ର ହେବ ପ୍ରତିଷ୍ଠା । ଶ୍ରୀ ଜଗନ୍ନାଥ ସଂସ୍କୃତି, କିମ୍ବଦନ୍ତୀ ଓ ଇତିହାସର ହେବ ପ୍ରଚାର ପ୍ରସାର । ଓଡ଼ିଆ ଅସ୍ମିତାକୁ ଦିଆଯିବ ଗୁରୁତ୍ୱ । ନାଗରିକମାନଙ୍କୁ ସୁବିଧା ସୁଯୋଗ ଯୋଗାଇ ଦେବା ସାଙ୍ଗକୁ, ବହୁବିଧ ସେବା, ପର୍ଯ୍ୟଟକଙ୍କ ଚର୍ଚ୍ଚା ଦ୍ୱାରା ଏକ ବିରାଟ ସକାରାତ୍ମକ ପରିବର୍ତ୍ତନ ନେଇ ଲକ୍ଷ୍ୟ ରଖିଛନ୍ତି ସରକାର ।



What's Your Reaction?

like

dislike

love

funny

angry

sad

wow