ଓଡ଼ିଶାରେ ସୁନା ଖଣିର ସନ୍ଧାନ
![ଓଡ଼ିଶାରେ ସୁନା ଖଣିର ସନ୍ଧାନ](https://kalingascroll.in/uploads/images/202408/image_870x_66c6fd42cb818.jpg)
ଓଡ଼ିଶାରେ ସୁନା ଖଣିର ସନ୍ଧାନ । ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ୟ୍ୟାୟର ତୃତୀୟ ଦିନରେ ପ୍ରଶ୍ନକାଳ ସମୟରେ ତାରା ବାହିନୀପତିଙ୍କ ପ୍ରଶ୍ନରେ ଖଣି ମନ୍ତ୍ରୀ ବିଭୂତି ଜେନା ଉତ୍ତର ରଖି ଦେଇଛନ୍ତି ଏହି ସୂଚନା । ମନ୍ତ୍ରୀ କହିଛନ୍ତି, ଦେବଗଡ଼ ଜିଲ୍ଲା ଆଡାସ-ରାମପାଲ୍ଲୀ ଅଞ୍ଚଳରେ ସୁନାପଥର ଗଛିତ ଥିବା ମିଳିଛି ସନ୍ଧାନ । ଜିଏସ୍ଆଇ ଦ୍ବାରା ତମ୍ବାପଥର ଅନ୍ବେଷଣ ବେଳେ ସୁନା ସନ୍ଧାନ ମିଳିଛି । ଏହି ଅଞ୍ଚଳରେ ସୁନା ଗଛିତ ଥିବା ଭୂତାତ୍ତ୍ବିକ ଆକଳନରୁ ଜଣାପଡ଼ିଛି । ଏବେ ଏହି ଖଣିଜ ବ୍ଲକକୁ ନିଲାମ ପାଇଁ ପ୍ରସ୍ତୁତ କରାଯାଉଛି ବୋଲି କହିଛନ୍ତି ମନ୍ତ୍ରୀ ।
What's Your Reaction?
![like](https://kalingascroll.in/assets/img/reactions/like.png)
![dislike](https://kalingascroll.in/assets/img/reactions/dislike.png)
![love](https://kalingascroll.in/assets/img/reactions/love.png)
![funny](https://kalingascroll.in/assets/img/reactions/funny.png)
![angry](https://kalingascroll.in/assets/img/reactions/angry.png)
![sad](https://kalingascroll.in/assets/img/reactions/sad.png)
![wow](https://kalingascroll.in/assets/img/reactions/wow.png)