ଓଡିଶା ଛୁଇଁଲା ମୌସୁମୀ
ଓଡିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମାଲକାନଗିରିର ବିଭିନ୍ନ ଅଞ୍ଚଳରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ପ୍ରଭାବରେ ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଛି ବର୍ଷା । ତେବେ ଚଳିତବର୍ଷ ସ୍ୱାଭାବିକ ସମୟର ୪ଦିନ ପୂର୍ବରୁ ଓଡିଶା ଛୁଇଁଛି ମୌସୁମୀ ବାୟୁ । ପର୍ଯ୍ୟାୟକ୍ରମେ ରାଜ୍ୟର ଅନ୍ୟ ଅଞ୍ଚଳରେ ମୌସୁମୀ ସକ୍ରିୟ ହେବ ବୋଲି କହିଛ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
What's Your Reaction?