ଓଡ଼ିଶାରେ ଲାଗୁ ହେଲା ଆୟୁଷ୍ମାନ ଭାରତ ଓ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା

Apr 11, 2025 - 16:30
 0  6
ଓଡ଼ିଶାରେ ଲାଗୁ ହେଲା ଆୟୁଷ୍ମାନ ଭାରତ ଓ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା

ଅପେକ୍ଷାର ହେଲା ଅନ୍ତ । ଆଜିଠାରୁ ଓଡ଼ିଶାରେ ଲାଗୁ ହେଲା ଆୟୁଷ୍ମାନ ଭାରତ ଓ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା । କଟକ ବାଲିଯାତ୍ରା ପଡ଼ିଆରେ ଅନୁଷ୍ଠିତ ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ଏହାର ଶୁଭାରମ୍ଭ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା ।ଆୟୁଷ୍ମାନ ଭାରତରେ ପରିବାରର ପ୍ରତି ସଦସ୍ୟଙ୍କୁ ମିଳିବ ଗୋଟିଏ ଲେଖାଏଁ କାର୍ଡ  ।  ହିତାଧିକାରୀମାନେ ସାରା ଭାରତରେ ୨୯,୦୦୦ ରୁ ଅଧିକ ସରକାରୀ ଏବଂ ବେସରକାରୀ ତାଲିକାଭୁକ୍ତ ହାସପାତାଳରେ ପାଇପାରିବେ ମାଗଣା ଚିକିତ୍ସା ସୁବିଧା

What's Your Reaction?

like

dislike

love

funny

angry

sad

wow