କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ
କାମଚଳା ବାଚସ୍ପତି ଭାବେ ଶପଥ ନେଲେ କଟକ ସାଂସଦ ଭର୍ତ୍ତୃହରି ମହତାବ ।ତାଙ୍କୁ ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏବେ କାମଚଳା ବାଚସ୍ପତି ଭାବେ ସାଂସଦ ମାନଙ୍କୁ ଶପଥ ପାଠ କରାଇବେ ଭର୍ତ୍ତୃହରି । ପରେ ୨୬ ତାରିଖରେ ହେବ ବାଚସ୍ପତି ନିର୍ବାଚନ ।
What's Your Reaction?