କୁଏତରେ ମୋଦିଙ୍କୁ ଗାର୍ଡ ଅଫ ଅନର

Dec 22, 2024 - 16:16
 0  6
କୁଏତରେ ମୋଦିଙ୍କୁ ଗାର୍ଡ ଅଫ ଅନର

କୁଏତର ବାଇନ ପ୍ୟାଲେସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଦାନ କରାଯାଇଛି ଗାର୍ଡ ଅଫ ଅନର। ଏହି ଉତ୍ସବରେ କୁଏତର ଏମିର ଶେଖ ମେଶାଲ ଅଲ-ଅହମ୍ମଦ ଅଲ-ଜବର ଅଲ ସାବ ମଧ୍ୟ ଥିଲେ ଉପସ୍ଥିତ। ଏହାପରେ ସେ ଅମିର ସେଖ୍ ଓ କ୍ରାଉନ୍ ପ୍ରିନ୍ସଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବାର ରହିଛି କାର୍ଯ୍ୟକ୍ରମ। ଉଭୟ ଦେଶ ମଧ୍ୟରେ ପ୍ରତିରକ୍ଷା, ସୁରକ୍ଷା, ଶକ୍ତି, ହାଇଡ୍ରୋକାର୍ବନ୍ ଏବଂ ବ୍ୟବସାୟିକ ସମ୍ପର୍କ ଭଳି ବିଭିନ୍ନ ପ୍ରସଙ୍ଗ ଉପରେ ହୋଇପାରେ ଆଲୋଚନା ।

What's Your Reaction?

like

dislike

love

funny

angry

sad

wow