କୁବେର ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳ ଗିରଫ

Apr 1, 2026 - 16:38
 0  1
କୁବେର ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳ ଗିରଫ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓପିଏଚ୍‌ଡବ୍ଲ୍ୟୁସି ସମ୍ବଲପୁର ଡିଭିଜନର କୁବେର ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳଙ୍କୁ ଗିରଫ କରିଛି ଭିଜିଲାନ୍ସ। ଚଢାଉ ବେଳେ ବାବୁଙ୍କ ଘରୁ ମିଳିଛି ୧ କେଜି ୧୪୦ ଗ୍ରାମ ସୁନା,ଯେଉଁଥିରେ ରହିଛି ୬ଟି ସୁନା ମୁଦ୍ରା ଏବଂ ୨ଟି ସୁନା ବିସ୍କୁଟ୍ । ସେହିପରି ଜଟଣୀ, ବ୍ରହ୍ମପୁର ଆଦି ସ୍ଥାନରେ ବାବୁଙ୍କର ୨୯ ଟି ପ୍ଲଟ ଏବଂ ୨ ବହୁତଳ କୋଠା ସହ କଳିଙ୍ଗ ବିହାରରେ ରହିଛି ଗୋଟିଏ ଫ୍ଲାଟ। ଏଥିସହ ନଗଦ  ୪୮ ଲକ୍ଷ ୭୯ ହଜାର ୧୦୦ ଟଙ୍କା ଜବତ କରିଛି ଭିଜିଲାନ୍ସ।

What's Your Reaction?

like

dislike

love

funny

angry

sad

wow