ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବଡ ବୟାନ

Sep 4, 2024 - 12:17
 0  5
ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବଡ ବୟାନ

ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବଡ ବୟାନ । ସେପ୍ଟେମ୍ବର ସୁଦ୍ଧା ଯୋଗ୍ୟ ବ୍ୟକ୍ତିଙ୍କୁ ମିଳିବ ନୂଆ ରାସନ୍ କାର୍ଡ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ନୂଆକରି ରାସନ୍ କାର୍ଡ ପାଇବାକୁ  ଆବେଦନ କଲେଣି ୧୦ ଲକ୍ଷ ଲୋକ। ସେମାନଙ୍କୁ ସେପ୍ଟେମ୍ବର ସୁଦ୍ଧା ନୂଆ ରାସନ୍ କାର୍ଡ ଯୋଗାଇ ଦିଆଯିବ । ତେବେ ଏବେ ବି ନୂଆ କାର୍ଡ ପାଇଁ ଆବେଦନ ଜାରି ରହିଛି ବୋଲି ବିଧାନସଭାରେ କହିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

What's Your Reaction?

like

dislike

love

funny

angry

sad

wow