ଖୋଲିଲା ଶ୍ରୀମନ୍ଦିର ଚାରି ଦ୍ବାର

ଗତକାଲି ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ପରେ ଆଜି ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ଖୋଲିଛି ଚାରି ଦ୍ବାର । ମୁଖ୍ଯମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଦୁଇ ଉପମୁଖ୍ଯମନ୍ତ୍ରୀ କେଭି ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ କରିଛନ୍ତି ଦର୍ଶନ । ୪ ଦ୍ୱାର ଖୋଲିବା ପରେ ବିନା ବାଧାରେ ଶ୍ରୀମନ୍ଦିରକୁ ପ୍ରବେଶ କରି ଭକ୍ତ କରୁଛନ୍ତି ଶ୍ରୀଜିଉଙ୍କ ଦର୍ଶନ ।
What's Your Reaction?






