ଜେପିସିକୁ ମନୋନୀତ ହେଲେ ମାନସ ମଙ୍ଗରାଜ
ଜେପିସି ତଥା ଯୁଗ୍ମ ସଂସଦୀୟ କମିଟିକୁ ମନୋନୀତ ହେଲେ ରାଜ୍ୟସଭା ବିଜେଡି ସାଂସଦ ମାନସ ମଙ୍ଗରାଜ। ତାଙ୍କ ସହ ୧୨ ରାଜ୍ୟସଭା ସଦସ୍ୟ ହୋଇଛନ୍ତି ମନୋନୀତ । ୧୨ ଜଣ ସାଂସଦ ହେଲେ ମାନସ ମଙ୍ଗରାଜ, ଘନଶ୍ଯାମ ତିୱାରୀ, ଭୁବନେଶ୍ଵର କଲିତା, ଡ. କେ ଲକ୍ଷ୍ମଣ, କବିତା ପଟିଦାର, ସଂଜୟ ଝା, ରଣଦୀପ ସିଂହ ସୂର୍ଯ୍ୟେୱାଲା, ମୁକୁଲ ୱାସନିକ, ସକେତ ଗୋଖଲେ, ପି. ୱିଲସନ, ସଂଜୟ ସିଂହ ଏବଂ ଭି. ବିଜୟସାଇ ରେଡ୍ଡୀ। ଏକ ଦେଶ ଏକ ନିର୍ବାଚନ ବିଲ ପାଇଁ ଗଠିତ ହୋଇଛି ୩୯ ଜଣିଆ ଜେପିସି ।
What's Your Reaction?