ଝାରସୁଗୁଡ଼ାରେ ପଦ୍ମର ବଡ଼ ବିଜୟ

Jun 4, 2024 - 14:22
 0  3
ଝାରସୁଗୁଡ଼ାରେ ପଦ୍ମର ବଡ଼ ବିଜୟ

ଝାରସୁଗୁଡ଼ାରେ ପଦ୍ମର ବଡ଼ ବିଜୟ। ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କୁ ୧୩୨୨ ଖଣ୍ଡ ଭୋଟରେ ହରାଇଛନ୍ତି ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ।୨୦୨୪ ଲୋକସଭା ନିର୍ବାଚନ ଶେଷ ପରେ ଆଜି  ଜାରି ରହିଛି ଭୋଟ ଗଣତି। ତେବେ ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ ଆଗକୁ ଆଗକୁ ମାଡ଼ି ଚାଲିଛି ଭାଜପା  । ସିଟ ସଂଖ୍ୟା ତୁଳନାରେ ବିଜେଡି ବହୁ ପଛରେ ଚାଲିଛି ।

 

What's Your Reaction?

like

dislike

love

funny

angry

sad

wow