ନିର୍ଦ୍ଦୋଷରେ ଖଲାସ ପ୍ରଦୀପ ପାଣିଗ୍ରାହୀ

ସମସ୍ତ ମାମଲାରେ ଦୋଷମୁକ୍ତ ହେଲେ ସାଂସଦ ପ୍ରଦୀପ ପାଣିଗ୍ରାହୀ। ଗତକାଲି ୨ଟି ଓ ଆଜି ୩ଟି ମାମଲାରୁ ପ୍ରଦୀପଙ୍କୁ ଦୋଷମୁକ୍ତ କରିଛନ୍ତି ବ୍ରହ୍ମପୁର ଜେଏମ୍ଏଫ୍ସି ଗ୍ରାମାଞ୍ଚଳ ଅଦାଲତ । ଟାଟା ମୋଟର୍ସରେ ଚାକିରି କରାଇଦେବା ନାଁରେ ପ୍ରଦୀପ ଟଙ୍କା ନେଇଥିବା ଅଭିଯୋଗ କରି ୫ ଜଣ ଥାନାରେ ଦାଏର କରିଥିଲେ ମାମଲା ।
What's Your Reaction?






