ନିର୍ବାଚନ କମିଶନର ଭାବେ ଦାୟିତ୍ବ ନେଲେ ମଧୁସୂଦନ ପାଢୀ
![ନିର୍ବାଚନ କମିଶନର ଭାବେ ଦାୟିତ୍ବ ନେଲେ ମଧୁସୂଦନ ପାଢୀ](https://kalingascroll.in/uploads/images/202501/image_870x_679ca6d1c16f0.jpg)
ରାଜ୍ୟ ନିର୍ବାଚନ କମିଶନର ଭାବେ ଆଜି ଦାୟିତ୍ବ ଗ୍ରହଣ କରିଛନ୍ତି ବରିଷ୍ଠ ଆଇଏଏସ୍ ମଧୁସୂଦନ ପାଢୀ।ସେ ପୂର୍ବତନ ରାଜ୍ୟ ନିର୍ବାଚନ ଆୟୁକ୍ତ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କଠାରୁ ଗ୍ରହଣ କରିଛନ୍ତି ଏହି ଦାୟିତ୍ବ। ୧୯୯୧-ବ୍ୟାଚ୍ ଓଡିଶା କ୍ୟାଡରର ଆଇଏଏସ୍ ଅଧିକାରୀ ମଧୁସୂଦନ ପାଢ଼ୀ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେବା ପରେ ପ୍ରଥମେ ସେ କନ୍ଧମାଳ ଜିଲା ବାଲିଗୁଡାର ସବ୍ କଲେକ୍ଟର ଭାବରେ କରିଥିଲେ କାର୍ଯ୍ୟ । ପରେ ପ୍ରୋଜେକ୍ଟ ନିର୍ଦ୍ଦେଶକ, ଡିଆରଡିଏ, ମୟୂରଭଞ୍ଜ ପରେ ବିଭିନ୍ନ ବିଭାଗର ଥିଲେ ସଚିବ ।
What's Your Reaction?
![like](https://kalingascroll.in/assets/img/reactions/like.png)
![dislike](https://kalingascroll.in/assets/img/reactions/dislike.png)
![love](https://kalingascroll.in/assets/img/reactions/love.png)
![funny](https://kalingascroll.in/assets/img/reactions/funny.png)
![angry](https://kalingascroll.in/assets/img/reactions/angry.png)
![sad](https://kalingascroll.in/assets/img/reactions/sad.png)
![wow](https://kalingascroll.in/assets/img/reactions/wow.png)