ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ

Sep 20, 2024 - 11:52
 0  4
ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ

 ଭୁବନେଶ୍ୱର ସ୍ଥିତ ଭରତପୁର ଥାନାରେ ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଓ ଦୁର୍ବ୍ୟବହାର ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ସହ ଭରତପୁରରୁ ନିଲମ୍ବିତ ହୋଇଥିବା ଅନ୍ୟ ପୋଲିସ କର୍ମଚାରୀଙ୍କ ବିରୋଧରେ ରୁଜୁ ହେଲା ଅପରାଧିକ ମାମଲା ।  ଯୌନ ନିର୍ଯାତନା ଭଳି ସଙ୍ଗୀନ ଦଫାରେ ମାମଲା ରୁଜୁ କରିଛି କ୍ରାଇମବ୍ରାଞ୍ଚ୍ । ମେଜର ଗୁରୁବଂଶ ସିଂ ଙ୍କ ଲିଖିତ ଏତଲା ଆଧାରରେ ମାମଲା ରୁଜୁ କରାଯାଇଥିବା ମିଳିଛି ସୂଚନା।ଅପରାଧୀ ଭଳି ଜେରା ହେଲେ ପୂର୍ବତନ ଆଇଆଇସି ଦୀନକୃଷ୍ଣ ମିଶ୍ର ଓ ତାଙ୍କ ସହଯୋଗୀ । 

What's Your Reaction?

like

dislike

love

funny

angry

sad

wow