ନୂତନ ରାଜ୍ୟପାଳ ଭାବେ ଶପଥ ନେଲେ ହରି ବାବୁ କମ୍ଭମ୍‌ପତି

ନୂତନ ରାଜ୍ୟପାଳ ଭାବେ ଶପଥ ନେଲେ ହରି ବାବୁ କମ୍ଭମ୍‌ପତି

ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଆଜି  ଶପଥ ନେଇଛନ୍ତି ହରିବାବୁ କମ୍ଭମ୍‌ପତି ।ରାଜଭବନରେ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ଉଚ୍ଚନ୍ୟାୟଳୟ ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧର ଶରଣ ସିଂହ । ଉତ୍ସବ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ମୁଖ୍ୟ ଶାସନ ସଚିବ ,ଡିଜିପି ଏବଂ ଅନେକ ନେତୃବୃନ୍ଦ ହୋଇଥିଲେ ସାମିଲ ।  ରଘୁବର ଦାସଙ୍କ ଇସ୍ତଫା ପରେ ହରିବାବୁ ହୋଇଛନ୍ତି ନୂଆ ରାଜ୍ଯପାଳ>ପୂର୍ବରୁ ମିଜୋରାମର ରାଜ୍ୟପାଳ ଥିଲେ ହରିବାବୁ କମ୍ଭମପତି ।