ପଞ୍ଚାୟତିରାଜ ଦିବସରେରେ ମିଳିବ ନୂଆ ପଡିକାର୍ଡ
ଏପ୍ରିଲ ୨୪ ବା ପଞ୍ଚାୟତିରାଜ ଦିବସରେରେ ନୂଆ ପଡିକାର୍ଡ ବଣ୍ଟନ କରିବେ ସରକାର । ପୁରୀରେ ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ପର୍ଯ୍ୟାୟକ୍ରମେ ୫ ଲକ୍ଷ ୯୦ ହଜାର ହଜାର ନୂଆ କାର୍ଡ ବାଣ୍ଟିବେ ସରକାର । ଜିଲ୍ଲାପାଳ ମାନଙ୍କୁ ଆଜି ସୁଦ୍ଧା ନୂଆ କାର୍ଡ ପ୍ରସ୍ତୁତ କରିବାକୁ ଦିଆଯାଇଛି ନିର୍ଦ୍ଦେଶ ।
What's Your Reaction?