ପ୍ରଧାନମନ୍ତ୍ରୀଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ବିବାଦରେ ମଲ୍ଲିକାର୍ଜୁନ ଖଡ଼ଗେ
ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ବିବାଦରେ ଛନ୍ଦି ହୋଇଛନ୍ତି କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ। ବିବାଦୀୟ ମନ୍ତବ୍ୟକୁ ନେଇ ୨୪ ଘଣ୍ଟା ମଧ୍ୟରେ ଜବାବ ରଖିବାକୁ ନିର୍ବାଚନ କମିଶନଙ୍କ ପକ୍ଷରୁ ଜାରି ହୋଇଛି ନୋଟିସ।ଏଥିସହ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ବିବାଦୀୟ ବୟାନ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ବିଜେପି ଦଳ । ଗତ ମଙ୍ଗଳବାର ଚେନ୍ନାଇରେ ଏକ ସାମ୍ବାଦିକ ସମ୍ମିଳନୀ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆତଙ୍କବାଦୀ ବୋଲି କହିଥିଲେ ଖଡ଼ଗେ।
What's Your Reaction?