ପ୍ରବଳ ଗ୍ରୀଷ୍ମତାପରେ ଶିଝୁଛି ଓଡ଼ିଶା

Apr 20, 2026 - 15:27
 0  0
ପ୍ରବଳ ଗ୍ରୀଷ୍ମତାପରେ ଶିଝୁଛି ଓଡ଼ିଶା

ପ୍ରବଳ ଗ୍ରୀଷ୍ମତାପରେ ଶିଝୁଛି ଓଡ଼ିଶା। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ତାତିରୁ ମିଳିବ ନାହିଁ ନିସ୍ତାର। ବିଶେଷକରି ପଶ୍ଚିମ ଓଡ଼ିଶାର ଝାରସୁଗୁଡା, ଟିଟିଲାଗଡ, ନୂଆପଡା, ବଲାଙ୍ଗୀର ଓ ଭବାନୀପାଟଣା ଅଧିକ ପ୍ରଭାବିତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଛି ସୂଚନା ।

What's Your Reaction?

like

dislike

love

funny

angry

sad

wow