ଫ୍ଲାଏଦୁବାଇ କ୍ୟାପଟେନ୍ ସ୍ମିତ ମଚ୍ଛାରଙ୍କୁ ୟୁଏଇର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ୍ ଜାଏଦ-୨’
ଅପରେସନ ସିନ୍ଦୂରର ୧୮ ମାସ ପରେ ପରେ ଭାରତ ପ୍ରଥମ ଥର ପାଇଁ ପାକିସ୍ତାନକୁ ନିମନ୍ତ୍ରଣ କରିଛି। ନଭେମ୍ବର ୨୦ ରୁ ୨୨ ପର୍ଯ୍ୟନ୍ତ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ସଭ୍ୟତା ସଂଳାପ ଫୋରମ୍ (ଏସସିଓ) ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ପାକିସ୍ତାନକୁ ଡକାଇଛି
What's Your Reaction?