ବଢିବ ତାପମାତ୍ରା,କମିବ ଶୀତ

Jan 8, 2025 - 12:46
 0  2
ବଢିବ ତାପମାତ୍ରା,କମିବ ଶୀତ

ବଢିବ ତାପମାତ୍ରା । କମିବ ଶୀତ । ଆସନ୍ତା ୩ ଦିନ ମଧ୍ୟରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ  ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ହାଲୁକା ଶୀତ ସହ କଲବଲ କରିବ ଘନକୁହୁଡି । ୯ ତାରିଖ ପର୍ଯ୍ୟନ୍ତ ଘନକୁହୁଡି ନେଇ ୩ ଜିଲ୍ଲାକୁ ଜାରି କରାଯାଇଛି ହଳଦିଆ ସତର୍କତା। ବିଶେଷ କରି ସୁନ୍ଦରଗଡ, କନ୍ଧମାଳ ଏବଂ କୋରାପୁଟରେ ଘନ କୁହୁଡି ହେବ ଅନୁଭୁତ ।  

What's Your Reaction?

like

dislike

love

funny

angry

sad

wow