ବଢିଲା କନିଷ୍ଠ ଶିକ୍ଷକଙ୍କ ଦରମା

Feb 12, 2025 - 15:28
 0  5
ବଢିଲା କନିଷ୍ଠ ଶିକ୍ଷକଙ୍କ ଦରମା

କନିଷ୍ଠ ଶିକ୍ଷକଙ୍କ ଦରମା ବଢାଇଲେ ରାଜ୍ୟ ସରକାର।ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନଙ୍କୁ ଏଣିକି ମାସକୁ ୧୬ ହଜାର ଟଙ୍କା ମିଳିବ ଦରମା । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି।ବର୍ଦ୍ଧିତ ଦରମା ଘୋଷଣାରେ ଉପକୃତ ହେବେ ୧୩ ହଜାର ୭୪୦ ଶିକ୍ଷକ । ଏହା ପୂର୍ବରୁ ସେମାନଙ୍କୁ ମାସିକ ୧୧,୧୦୦ ଟଙ୍କା ଦିଆଯାଉଥିଲା ପାରିଶ୍ରମିକ

What's Your Reaction?

like

dislike

love

funny

angry

sad

wow