ବଦଳିଲା ମୋ ସ୍କୁଲ ଅଭିଯାନ ନାଁ

Sep 14, 2024 - 11:07
 0  6
ବଦଳିଲା ମୋ ସ୍କୁଲ ଅଭିଯାନ ନାଁ

ବଦଳିଲା ମୋ ସ୍କୁଲ ଅଭିଯାନ ନାଁ । ଗଣଶିକ୍ଷା ବିଭାଗର ମୋ ସ୍କୁଲ ଅଭିଯାନ ନାଁ ବଦଳି ହେଲା ପଞ୍ଚଶଖା ଶିକ୍ଷା ସେତୁ ଅଭିଯାନ। ଏନେଇ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ଚିଠି ଲେଖିଛି ଗଣଶିକ୍ଷା ବିଭାଗ । ଚଳିତ ବର୍ଷ ପୂର୍ଣ୍ଣାଙ୍ଗ ବଜେଟରେ ମୁଖ୍ୟମନ୍ତ୍ରୀ ମୋ ସ୍କୁଲ ନାଁ ବଦଳାଇବାକୁ କରିଥିଲେ ଘୋଷଣା। ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ପାଇଁ ବଜେଟରେ ୩୩୨ କୋଟି ହୋଇଥିଲା ବ୍ୟୟବରାଦ ।

What's Your Reaction?

like

dislike

love

funny

angry

sad

wow