ବଲିଉଡ ଅଭିନେତା ସୈଫ ଅଲ୍ଲି ଖାନଙ୍କୁ ଛୁରାମାଡ

Jan 16, 2025 - 11:59
 0  2
ବଲିଉଡ ଅଭିନେତା ସୈଫ ଅଲ୍ଲି ଖାନଙ୍କୁ ଛୁରାମାଡ

ବଲିଉଡ୍ ଅଭିନେତା ସୈଫ ଅଲ୍ଲୀ ଖାନଙ୍କୁ ହତ୍ୟା ଉଦ୍ୟମ । ବିଳମ୍ବିତ ରାତିରେ ମୁମ୍ବାଇ ବାନ୍ଦ୍ରା ସ୍ଥିତ ଘରେ ପଶି ଛୁରାମାଡ କରିଛନ୍ତି ଦୁର୍ବୃତ୍ତ ।  ତାଙ୍କୁ ଚିକିତ୍ସା ପାଇଁ ଲୀଳାବତୀ ହାସପାତାଳରେ କରାଯାଇଛି ଭର୍ତ୍ତି ।ସୈଫଙ୍କ ଶରୀରରେ ହୋଇଛି ମୋଟ ଛଅଟି କ୍ଷତ। ତେବେ ବର୍ତ୍ତମାନ ସେ ବିପଦମୁକ୍ତ ଥିବା ସୂଚନା ଦେଇଛନ୍ତି ଡାକ୍ତର  । ସେପଟେ ଘଟଣାକୁ ଗୁରୁତର ସହ ନେଇ ବାନ୍ଦ୍ରା ସ୍ଥିତ ଘରେ ପହଞ୍ଚି ତନାଘନା ଆରମ୍ଭ କରିଛି ପୋଲିସ  । 

What's Your Reaction?

like

dislike

love

funny

angry

sad

wow