ବସ୍‌ ଧର୍ମଘଟ ଡାକରା ପ୍ରତ୍ୟାହୃତ

Oct 7, 2024 - 12:34
 0  5
ବସ୍‌ ଧର୍ମଘଟ ଡାକରା ପ୍ରତ୍ୟାହୃତ

ଆଉ ହେବନି ବସ୍‌ ଧର୍ମଘଟ। ଆଜି ସନ୍ଧ୍ୟାରୁ ହେବାକୁ ଥିବା ବସ ଧର୍ମଘଟ ପ୍ରତ୍ୟାହୃତ କରିନେଲେ ଦକ୍ଷିଣ ଓ ପଶ୍ଚିମାଞ୍ଚଳ ବସ୍ ମାଲିକ ସଂଘ। ପରିବହନ ମନ୍ତ୍ରୀଙ୍କ ସହ ବୈଠକ ପରେ ଧର୍ମଘଟ ନିଷ୍ପତ୍ତିରୁ ଓହରି ଯାଇଛି ସଂଘ। ଲକ୍ଷ୍ମୀ ବସ ଚଳାଚଳକୁ ବିରୋଧ କରି ଆଜି ସଂଧ୍ୟା ୬ଟାରୁ ୮ ତାରିଖ ସଂଧ୍ୟା ୬ଟା ଯାଏଁ  ଦିଆଯାଇଥିଲା ଧର୍ମଘଟ ଡାକରା । ବସ୍‌ ଧର୍ମଘଟ ପ୍ରତିହତ ପାଇଁ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ବାସଭବନରେ ବିସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ। 

What's Your Reaction?

like

dislike

love

funny

angry

sad

wow