ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି
ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଛି ଏକ ଲଘୁଚାପ । ଆସନ୍ତା ଦୁଇ ଦିନରେ ଏହା ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ହେବ ପରିଣତ। ଏହାପରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଓ ଝାଡ଼ଖଣ୍ଡ ଆଡ଼କୁ ହେବ ଅଗ୍ରସର । ଏହାର ପ୍ରଭାବରେ ଓଡ଼ିଶାରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
What's Your Reaction?