ବିଧାନସଭା ଅଧିବେଶନର ଆଜି ପଞ୍ଚମ ଦିନ
ବିଧାନସଭା ଅଧିବେଶନର ଆଜି ପଞ୍ଚମ ଦିନ। ଶୂନ୍ୟକାଳରୁ ଗୃହ କାର୍ଯ୍ୟ ଆରମ୍ଭ ହେଉଥିବାରୁ ବିଧାନସଭା ରହିପାରେ ବେଶ୍ ସରଗରମ। ଚିକିଟି ମଦ ମୃତ୍ୟୁ ମାମଲାରେ ଅବକାରୀ ମନ୍ତ୍ରୀଙ୍କର ଇସ୍ତଫା ଦାବି, ସୁଭଦ୍ରା ଯୋଜନା ଏସଓପିକୁ ନେଇ ମୁହାଁମୁହିଁ ହୋଇପାରନ୍ତି ଶାସକ -ବିରୋଧୀ। ଏହାସହ ଅନେକ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗ ଉଠିପାରେ ଶୂନ୍ୟକାଳରେ। ବିରୋଧୀ ବିଜେଡି ପକ୍ଷରୁ ଅଣାଯିବ ମୁଲତବୀ ପ୍ରସ୍ତାବ। ସେହିପରି ୯ ତାରିଖର ନିର୍ମାଣ ଓ ଗ୍ରାମ୍ୟ ଉନ୍ନୟନ ବିଭାଗର ଖର୍ଚ୍ଚ ଦାବି ହେବ ଆଲୋଚନା ।
What's Your Reaction?