ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି

Feb 28, 2025 - 11:48
 0  2
ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି

ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ।ଏଥର ବ୍ରହ୍ମପୁରରୁ ଏହାର ଶୁଭାରମ୍ଭ କରାଯିବ ବୋଲି ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।  ମାର୍ଚ୍ଚ ୮ ତାରିଖରେ ଏକା ଥରକେ କୋଟିଏ ମହିଳାଙ୍କୁ କରାଯିବ ଆର୍ଥିକ ସ୍ୱାବଲମ୍ବି।ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଯେଉଁ ଯୋଗ୍ୟ ମହିଳାଙ୍କ ଖାତାକୁ ସୁଭଦ୍ରା ଟଙ୍କା ଆସିନାହିଁ ସେମାନେ ବ୍ୟସ୍ତ ହୁଅନ୍ତୁ ନାହିଁ। ବିଭିନ୍ନ କାରଣ ପାଇଁ ଯେଉଁମାନେ ସୁଭଦ୍ରା ଟଙ୍କା ପାଇନାହାଁନ୍ତି, ସେମାନଙ୍କୁ ଏକାବେଳେ ମିଳିବ ଦୁଇଟି କିସ୍ତି ଟଙ୍କା ।

What's Your Reaction?

like

dislike

love

funny

angry

sad

wow