ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିବ ଦାଦା ସାହେବ ଫାଲକେ ପୁରସ୍କାର
ବଲିଉଡର ଲୋକପ୍ରିୟ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିବ ଦାଦା ସାହେବ ଫାଲକେ ପୁରସ୍କାର । ଭାରତୀୟ ସିନେମାରେ ତାଙ୍କର ବଳିଷ୍ଠ ଅବଦାନ ପାଇଁ ତାଙ୍କୁ ଏହି ସମ୍ମାନ ଦିଆଯିବା ନେଇ ହୋଇଛି ଘୋଷଣା । ଆସନ୍ତା ଅକ୍ଟୋବର ୭ ତାରିଖରେ ୭୦ତମ ଜାତୀୟ ଚଳଚ୍ଚିତ୍ର ଉତ୍ସବରେ ତାଙ୍କୁ ଏହି ଦିଆଯିବ ପୁରସ୍କାର । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।
What's Your Reaction?