ରାଜ୍ୟରେ କମିବ ଶୀତ, ବଢ଼ିବ ରାତି ତାପମାତ୍ରା

ଆସନ୍ତା ରବିବାରଠାରୁ କମିବ ଶୀତ । ଆହୁରି ୨ରୁ ୪ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା ।ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କିନ୍ତୁ ସୁନ୍ଦରଗଡ଼ ,କନ୍ଧମାଳ ଏବଂ କୋରାପୁଟରେ ଘନ କୁହୁଡ଼ି ଦୃଶ୍ୟମାନ ହେବାର ରହିଛି ସମ୍ଭାବନା ।
What's Your Reaction?