ରାଜ୍ୟରେ ଥମିବନି ବର୍ଷା ପ୍ରକୋପ
ରାଜ୍ୟରେ ଥମିବନି ବର୍ଷା ପ୍ରକୋପ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୁର୍ଣ୍ଣିବଳୟ ୪୮ ଘଣ୍ଟା ମଧ୍ୟରେ ଅଧିକ ଘନିଭୂତ ହୋଇ ନେଇପାରେ ଲଘୁଚାପର ରୂପ । ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଗାମୀ ୫ ଦିନ ଯାଏ ପ୍ରବଳ ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର । ସମୁଦ୍ର ଅଶାନ୍ତ ଥିବାରୁ ୨୯ ତାରିଖ ଯାଏ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ କରାଯାଇଛି ବାରଣ ।
What's Your Reaction?