ରାଜ୍ୟରେ ନିର୍ମାଣ ହେବ ୮୩୫ ଆଦର୍ଶ ବିଦ୍ୟାଳୟ।
A total of 835 model schools will be constructed across Odisha. Each school will have a maximum expenditure of ₹7 crore. These schools will be set up at the headquarters of gram panchayats. This information was provided by the Chief Minister’s Office. CM Mohan Charan Majhi reviewed the Godavarish Mishra Model Primary School Program at the Lok Seva Bhavan.
ରାଜ୍ୟରେ ନିର୍ମାଣ ହେବ ୮୩୫ ଆଦର୍ଶ ବିଦ୍ୟାଳୟ। ପ୍ରତ୍ୟେକ ବିଦ୍ୟାଳୟ ପାଇଁ ଖର୍ଚ୍ଚ ହେବ ସର୍ବାଧିକ ୭ କୋଟି ଟଙ୍କା। ଗ୍ରାମ ପଞ୍ଚାୟତର ମୁଖ୍ୟାଳୟରେ ବିଦ୍ୟାଳୟ ହେବ ନିର୍ମାଣ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ମିଳିଛି ସୂଚନା। ଲୋକସେବା ଭବନ ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
What's Your Reaction?