ରାଜ୍ୟସଭା ନିର୍ବାଚନ ନେଇ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି

Feb 26, 2026 - 11:19
 0  2
 ରାଜ୍ୟସଭା ନିର୍ବାଚନ ନେଇ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି

ରାଜ୍ୟସଭା ନିର୍ବାଚନ ପାଇଁ ​​​​​​ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି।ମାର୍ଚ୍ଚ ୧୬ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ।୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବାକୁ ଥିବାବେଳେ ଓଡ଼ିଶାର ୪ ଆସନ ପାଇଁ ନିର୍ବାଚନ ହେବ।ମାର୍ଚ୍ଚ ୫ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଥିବାବେଳେ ୬ ତାରିଖରେ ହେବ ଯାଞ୍ଚ। ମାର୍ଚ୍ଚ ୯ ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ରହିଛି ଶେଷ ତାରିଖ।ସେହିପରି ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ ଭୋଟ୍ ଗ୍ରହଣ ଏବଂ ଅପରାହ୍ଣରେ ହେବ ଭୋଟ୍ ଗଣତି ।

                        

What's Your Reaction?

like

dislike

love

funny

angry

sad

wow