ସବୁ ଜିଲ୍ଲା ମୁଖ୍ୟାଳୟରେ ହେବ ମେଡିକାଲ କଲେଜ
ସବୁ ଜିଲ୍ଲା ମୁଖ୍ୟାଳୟରେ ହେବ ମେଡିକାଲ କଲେଜ । ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ମେଡ଼ିକାଲ କଲେଜରେ ଅଧ୍ୟାପକଙ୍କ ସଂଖ୍ୟା କମ୍ ଥିବାବେଳେ ଏଣିକି ପାଠ ପଢ଼ାଇବେ ଅବସରପ୍ରାପ୍ତ ଅଧ୍ୟାପକ । ଦେଶ ବାହାରର ବିଭିନ୍ନ ବିଶ୍ବବିଦ୍ୟାଳୟର ଅଧ୍ୟାପକ ଅନଲାଇନରେ ପାଠ ପଢାଇବେ ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ।
What's Your Reaction?