ସମସ୍ତ ବଣ୍ତା ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା

ସମସ୍ତ ବଣ୍ତା ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା। ମାଲକାନଗିରି ବଣ୍ତାଘାଟିରେ ଏହି ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେପଟେ ସ୍ଥଗିତ ରହିଛି ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ଡିସେମ୍ବର ୨୫ ତାରିଖରେ ଏହି ଟଙ୍କା ମିଳିବାର ଥିଲା । ଏବେ ଯାଞ୍ଚ ପ୍ରକ୍ରିୟା ସରିବା ପରେ ଏହି ଟଙ୍କା କେବେ ମିଳିବ ତାହା ଘୋଷଣା କରିବେ ସରକାର ।
What's Your Reaction?






