ସର୍ବେକ୍ଷଣ ପରେ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା

ସର୍ବେକ୍ଷଣ ପରେ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା । ବାଦ୍ ପଡ଼ିଥିବା ୧ ଲକ୍ଷ ୭୦ ହଜାର ମହିଳାଙ୍କୁ ଆସନ୍ତା ୨୨ ଓ ୨୩ ତାରିଖରେ ଏହି ଟଙ୍କା ମିଳିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
What's Your Reaction?






