ସୁଭଦ୍ରା’ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୧ ଟଙ୍କା

Oct 7, 2024 - 15:18
 0  2
ସୁଭଦ୍ରା’ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୧ ଟଙ୍କା

ସୁଭଦ୍ରା’ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୧ ଟଙ୍କା। ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ପାଇଁ ଖାତାକୁ ପରୀକ୍ଷାମୂଳକ ଭାବେ ଆସିଛି ଏହି ଟଙ୍କାଟିଏ । ୯ ତାରିଖ ଦିନ ବାକି ୪୯୯୯ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଆସିବ ବୋଲି କହିଛନ୍ତି  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।ତେବେ ଯେଉଁମାନଙ୍କ ବ୍ୟାଙ୍କ ଖାତା ଠିକ୍ ଥିବ ସେମାନଙ୍କୁ ଟଙ୍କା ମିଳିବ। ଆଧାରକାର୍ଡ, ବ୍ୟାଙ୍କ ଆକାଉଣ୍ଟ ସହ ମୋବାଇଲ ଲିଙ୍କ ହୋଇଥିଲେ ମିଳିବ ଟଙ୍କା। ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ନିୟମାବଳୀକୁ ପୂରଣ କରୁଥିବା ମଧ୍ୟ ଦରକାର ବୋଲି  କହିଛନ୍ତି ଉପମୁଖ୍ୟମନ୍ତ୍ରୀ।

What's Your Reaction?

like

dislike

love

funny

angry

sad

wow